Masthead

ତୁର୍କୀ-ସିରିଆ ଭୂମିକମ୍ପ, ୨୫୦ ରୁ ଅଧିକ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତୁର୍କୀରେ ଭୟଙ୍କର ଭୂମିକମ୍ପ । ଏହି ଭୂମିକମ୍ପରେ ଏପର୍ଯ୍ୟନ୍ତ ୨୫୦ ରୁ ଅଧିକ ଲୋକ ପ୍ରାଣ ହରାଇଥିବା ସୂଚନା। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି। ସୋମବାର ସକାଳେ ଦକ୍ଷିଣ-ପୂର୍ବ ତୁର୍କୀ ଏବଂ ସିରିଆରେ ୭.୮ ମ୍ୟାଗ୍ନିଚ୍ୟୁଡର ଏକ ଭୂମିକମ୍ପରେ ଅନେକ କୋଠା ଭୁଶୁଡି ପଡିଥିଲା। ଉଦ୍ଧାର କର୍ମଚାରୀମାନେ ଅଳିଆ ଆବର୍ଜନାରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରୁଛନ୍ତି।

ଆଂଶିକ ଭୁଶୁଡ଼ି ପଡ଼ିଥିବା ଅଟ୍ଟାଳିକା ଭିତରେ ଫସି ରହିଥିବା ଲୋକମାନେ ରାସ୍ତାରେ ସାହାଯ୍ୟ ମାଗୁଥିବା ଦେଖିବାକୁ ମିଳୁଛି। କାଇରୋ ପର୍ଯ୍ୟନ୍ତ ଭୂମିକମ୍ପର କମ୍ପନ ଅନୁଭୂତ ହୋଇଥିଲା। ଏହାର କେନ୍ଦ୍ର ସିରିଆ ସୀମାଠାରୁ ୯୦ କିଲୋମିଟର ଦୂରରେ ଥିବା ଗାଜିଆଣ୍ଟେପ୍ ସହରର ଉତ୍ତରରେ ଥିଲା। ଏହି ଭୂମିକମ୍ପରେ ହଜାର ହଜାର ଲୋକ ଆହତ ହୋଇଛନ୍ତି । ୧୯୯୯ ରେ ଉତ୍ତର ପଶ୍ଚିମ ତୁର୍କୀରେ ଏକ ଶକ୍ତିଶାଳୀ ଭୂମିକମ୍ପରେ ପ୍ରାୟ ୧୮, ୦୦୦ ଲୋକଙ୍କର ମୃତ୍ୟୁ ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ