Masthead

ତୁର୍କୀ-ସିରିଆ ଭୂମିକମ୍ପ, ୨୫୦ ରୁ ଅଧିକ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତୁର୍କୀରେ ଭୟଙ୍କର ଭୂମିକମ୍ପ । ଏହି ଭୂମିକମ୍ପରେ ଏପର୍ଯ୍ୟନ୍ତ ୨୫୦ ରୁ ଅଧିକ ଲୋକ ପ୍ରାଣ ହରାଇଥିବା ସୂଚନା। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି। ସୋମବାର ସକାଳେ ଦକ୍ଷିଣ-ପୂର୍ବ ତୁର୍କୀ ଏବଂ ସିରିଆରେ ୭.୮ ମ୍ୟାଗ୍ନିଚ୍ୟୁଡର ଏକ ଭୂମିକମ୍ପରେ ଅନେକ କୋଠା ଭୁଶୁଡି ପଡିଥିଲା। ଉଦ୍ଧାର କର୍ମଚାରୀମାନେ ଅଳିଆ ଆବର୍ଜନାରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରୁଛନ୍ତି।

ଆଂଶିକ ଭୁଶୁଡ଼ି ପଡ଼ିଥିବା ଅଟ୍ଟାଳିକା ଭିତରେ ଫସି ରହିଥିବା ଲୋକମାନେ ରାସ୍ତାରେ ସାହାଯ୍ୟ ମାଗୁଥିବା ଦେଖିବାକୁ ମିଳୁଛି। କାଇରୋ ପର୍ଯ୍ୟନ୍ତ ଭୂମିକମ୍ପର କମ୍ପନ ଅନୁଭୂତ ହୋଇଥିଲା। ଏହାର କେନ୍ଦ୍ର ସିରିଆ ସୀମାଠାରୁ ୯୦ କିଲୋମିଟର ଦୂରରେ ଥିବା ଗାଜିଆଣ୍ଟେପ୍ ସହରର ଉତ୍ତରରେ ଥିଲା। ଏହି ଭୂମିକମ୍ପରେ ହଜାର ହଜାର ଲୋକ ଆହତ ହୋଇଛନ୍ତି । ୧୯୯୯ ରେ ଉତ୍ତର ପଶ୍ଚିମ ତୁର୍କୀରେ ଏକ ଶକ୍ତିଶାଳୀ ଭୂମିକମ୍ପରେ ପ୍ରାୟ ୧୮, ୦୦୦ ଲୋକଙ୍କର ମୃତ୍ୟୁ ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ