Masthead

ପୁଣି ଥରିଲା ତୁର୍କୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭୂମିକମ୍ପରେ ପୁଣି ଥରି ଉଠିଲା ତୁର୍କୀ । ତୁର୍କୀର ହୟାତ ପ୍ରଦେଶରେ ଦୁଇ ଥର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଗୋଟିଏ ଭୂମିକମ୍ପର ତୀବ୍ରତା ୬ ଦଶମିକ ୪ ରହିଥିବା ବେଳେ ଅନ୍ୟ ଏକ ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫ ଦଶମିକ ୮ ମପାଯାଇଛି । ସିରିଆ ଓ ଲେବାନନରେ ମଧ୍ୟ ଏହି ଭୂକମ୍ପର ଝଟକା ଅନୁଭୂତ ହୋଇଛି । ୩ ଜଣଙ୍କ ମୃତ୍ୟୁ ହୋଇଥିଲା ୨୦୦ ଆହତ ହୋଇଛନ୍ତି । କିଛି ଘର ମଧ୍ୟ ଭୁଷୁଡ଼ିପଡ଼ିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା