Masthead

ବନ୍ଧା ହେଲେ ରସିକିଆ ଟ୍ୟୁସନ ମାଷ୍ଟର

କୁଜଙ୍ଗ (ବଡ଼ ଖବର ବ୍ୟୁରୋ): ଜେଲ ଗଲେ ରସିକିଆ ଟ୍ୟୁସନ ମାଷ୍ଟର । ବାରମ୍ବାର ଶାରୀରିକ ସମ୍ପର୍କ ରଖି ନାବାଳିକା ଛାତ୍ରୀଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ଜେଲ ଯାଇଛନ୍ତି ଟ୍ୟୁସନ ମାଷ୍ଟର । କୁଜଙ୍ଗ ଥାନା ମଙ୍ଗରାଜପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମଙ୍ଗରାଜପୁର ଗାଁର ଜଣେ ବ୍ୟକ୍ତିଙ୍କ ପାଖକୁ ଛାତ୍ରୀ ଜଣକ ଟ୍ୟୁସନ ହେବାକୁ ଯାଉଥିଲେ । ସମ୍ପୃକ୍ତ ଟ୍ୟୁସନ ମାଷ୍ଟର ଜଣଙ୍କ ବାରମ୍ବାର ଦୁଷ୍କର୍ମ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଛାତ୍ର ଜଣକ ଗର୍ଭବତୀ ଥିବା ଜାଣି ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ମାତ୍ର ସ୍ଥାନୀୟଲୋକେ ତାଙ୍କୁ ଉଦ୍ଧାର କରି କୁଜଙ୍ଗ ଡାକ୍ତରଖାନାରେ ଭର୍ତି କରାଇଥିଲେ । ସେଠାରେ ଛାତ୍ରୀ ଜଣକ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ । ପରିବାର ପକ୍ଷରୁ କୁଜଙ୍ଗ ଥାନାରେ ଅଭିଯୋଗ ହୋବ ପରେ ପୋଲିସ ରସିକିଆ ଟ୍ୟୁସନ ମାଷ୍ଟରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।

 

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ