Masthead

ଜିଲ୍ଲା ମାନ୍ୟତା ଦାବିରେ କ୍ରିୟାନୁଷ୍ଠାନ କମିଟି ତରଫରୁ ବାର ଘଣ୍ଟିଆ ନୀଳଗିରି ବନ୍ଦ

 ନୀଳଗିରି (ବଡ଼ ଖବର ବ୍ୟୁରୋ):ତେଜିଲା ନୀଳଗିରି କୁ ଜିଲ୍ଲା ଘୋଷଣା ଦାବି । ଜିଲ୍ଲା ମାନ୍ୟତା ଦାବିରେ କ୍ରିୟାନୁଷ୍ଠାନ କମିଟି ତରଫରୁ ବାର ଘଣ୍ଟିଆ ନୀଳଗିରି ବନ୍ଦ । ନୀଳଗିରି କୁ ସ୍ୱତନ୍ତ୍ର ଜିଲ୍ଲା ଦାବି ତେଜିଛି ।ଆଜି କ୍ରିୟାନୁଷ୍ଠାନ କମିଟି ତରଫରୁ ବାରଘଣ୍ଟିଆ ନୀଳଗିରି ବନ୍ଦ ଡାକରା ଦିଆଯାଇଛି । ଯାହା ସଫଳତା ର ସହ ମଧ୍ୟ ଚାଲିଛି । ସବୁ ମହଲ ରୁ ସହଯୋଗ ମଧ୍ୟ ମିଳିଛି । ପୂର୍ବରୁ କମିଟି ତରଫରୁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ସମସ୍ତ ଙ୍କୁ ପତ୍ର ମାଧ୍ୟମରେ ଆବେଦନ କରାଯାଇଥିଲା । ଆଜି ଏହାକୁ ତୀବ୍ର କରାଯାଇ ହରତାଳ କରାଯାଇ ବାରଘଣ୍ଟିଆ ବନ୍ଦ କରା ଯାଇଛି । ଦାବି ପୂରଣ ନହେବା ପର୍ୟ୍ୟନ୍ତ ଆଗକୁ ଆନ୍ଦୋଳନ କୁ ଆହୁରି ତୀବ୍ର କରାଯିବ ବୋଲି କମିଟି ଚେତାବନୀ ଦେଇଛି । ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା