Masthead

ଦେଶରେ ୨୦ଜଣ ଡେଲ୍ଟା ପ୍ଲସ ଭାରିଆଣ୍ଟ ରୋଗୀ ଚିହ୍ନଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତରେ ଦ୍ୱିତୀୟ ଲହର ଦୁର୍ବଳ ହେବାରେ ଲାଗିଛି । ଦ୍ୱିତୀୟ ଯିବା ସହ ତୃତୀୟ ଆସିବାର ଆଶଙ୍କା ମଧ୍ୟ ଦେଖା ଦେଇଛି । ଅକ୍ଟୋବର ସୁଦ୍ଧା ତୃତୀୟ ଲହର ଆସିବା ନେଇ ବିଶେଷଜ୍ଞ ମତ ଦେଇଛନ୍ତି । ସେପଟେ ଅନେକ ଦେଶରେ ତୃତୀୟ ଲହର ଦେଖା ଗଲାଣି । ଆଉ ଏବେ ରାଜ୍ୟରେ ୨୦ଜଣଙ୍କଠାରେ ଡେଲଟା ପ୍ଲସ ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏ ସମସ୍ତଙ୍କୁ ଆଇସୋଲେସନରେ ରଖାଯାଇଛି । ସଂକ୍ରମିତଙ୍କୁ ଆଇସୋଲେଟ କରାଗଲେ ପ୍ରଭାବ କମ ରହିବ ବୋଲି କୁହାଯାଉଛି ।

ସେହିପରି କେନ୍ଦ୍ର ସରକାରଙ୍କ ଗାଇଡ଼ଲାଇନ ଅନୁସାରେ ଷ୍ଟେରଏଡ଼ ବ୍ୟବହାର ମଧ୍ୟ କରାଯିବ । ଅତି ଜରୁରୀ ନଥିଲେ ଷ୍ଟେରଏଡ଼ ଦିଆଯିବନି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି । ତେବେ ଆଶ୍ୱସ୍ତିକର ଖବର ଏହା କି, ଦ୍ୱିତୀୟ ଅପେକ୍ଷା ତୃତୀୟ ଲହରରେ ପ୍ରଭାବ କମ୍ ରହିବ । ଅଧିକ ଟିକାକରଣ ହେଲେ ରାଜ୍ୟରେ ତୃତୀୟ ଲହର ସେତେଟା ଘାତକ ହେବନି ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି