Masthead

ସହିଦଙ୍କ ପରିବାରକୁ ୨୫ ଲକ୍ଷର ଅନୁକମ୍ପା ରାଶି

ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଦେବାଶିଷ ବିଶ୍ବାଳଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ସହିଦ୍ ଦେବାଶିଷ ବିଶ୍ଵାଳଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପଚିଶ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ସହିଦ ଦେବାଶିଷ ବିଶ୍ବାଳଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଧୈର୍ଯ୍ୟ ଓ ସାହସ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି