Masthead

ଅକ୍ସିଜେନ ଅଭାବରୁ ୨୦ ରୋଗୀ ମୃତ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): ଅକ୍ସିଜେନ୍ ସମସ୍ୟା ଦିଲ୍ଲୀରେ ଦୂର ହୋଇନି । ଅକ୍ସିଜେନ୍ ଅଭାବରୁ ଜୟପୁର ଗୋଲଡେନ ହସ୍ପିଟାଲରେ ୨୦ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଡାକ୍ତରଖାନାରେ ୨୦୦ କରୋନା ରୋଗୀ ଚିକିତ୍ସିତ ହେଉଛନ୍ତି । ମାତ୍ର ଡାକ୍ତରଖାନା କର୍ତ୍ତୃପକ୍ଷ ରୋଗୀଙ୍କୁ ଅକ୍ସିଜେନ୍ ଯୋଗାଇବାରେ ସମ୍ପୂର୍ଣ୍ଣ ବିଫଳ । କେନ୍ଦ୍ର କିମ୍ବା ରାଜ୍ୟ ସରକାର ଅକ୍ସିଜେନ୍ ଯୋଗାଉନଥିବା ଅଭିଯୋଗ କରିଛନ୍ତି ଜୟପୁର ଗୋଲଡେନ ହସ୍ପିଟାଲର ଡାକ୍ତର ଡିକେ ବାଲୁଜା । ତେଣେ ଅକ୍ସିଜେନ୍ ନଥିବାରୁ ସରୋଜ ମେଡିକାଲ କର୍ତ୍ତୃପକ୍ଷ ନୂଆ ରୋଗୀଙ୍କୁ ଆଡମିସନ କରୁନାହିଁ । ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଅନ୍ୟତ୍ର ଚାଲିଯିବାକୁ କର୍ତ୍ତୃପକ୍ଷ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ