Masthead

ଅକ୍ସିଜେନ ଅଭାବରୁ ୨୦ ରୋଗୀ ମୃତ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): ଅକ୍ସିଜେନ୍ ସମସ୍ୟା ଦିଲ୍ଲୀରେ ଦୂର ହୋଇନି । ଅକ୍ସିଜେନ୍ ଅଭାବରୁ ଜୟପୁର ଗୋଲଡେନ ହସ୍ପିଟାଲରେ ୨୦ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଡାକ୍ତରଖାନାରେ ୨୦୦ କରୋନା ରୋଗୀ ଚିକିତ୍ସିତ ହେଉଛନ୍ତି । ମାତ୍ର ଡାକ୍ତରଖାନା କର୍ତ୍ତୃପକ୍ଷ ରୋଗୀଙ୍କୁ ଅକ୍ସିଜେନ୍ ଯୋଗାଇବାରେ ସମ୍ପୂର୍ଣ୍ଣ ବିଫଳ । କେନ୍ଦ୍ର କିମ୍ବା ରାଜ୍ୟ ସରକାର ଅକ୍ସିଜେନ୍ ଯୋଗାଉନଥିବା ଅଭିଯୋଗ କରିଛନ୍ତି ଜୟପୁର ଗୋଲଡେନ ହସ୍ପିଟାଲର ଡାକ୍ତର ଡିକେ ବାଲୁଜା । ତେଣେ ଅକ୍ସିଜେନ୍ ନଥିବାରୁ ସରୋଜ ମେଡିକାଲ କର୍ତ୍ତୃପକ୍ଷ ନୂଆ ରୋଗୀଙ୍କୁ ଆଡମିସନ କରୁନାହିଁ । ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଅନ୍ୟତ୍ର ଚାଲିଯିବାକୁ କର୍ତ୍ତୃପକ୍ଷ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ