Masthead

୨୩ ବର୍ଷ ପରେ ରାୟ, ନିର୍ଦ୍ଦୋଶରେ ଖଲାସ ହେଲେ ଅଭିଯୁକ୍ତ

କଟକ (ବଡ଼ ଖବର ବ୍ୟୁରୋ): ଫସଲ କଟାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିକୁ ହତ୍ୟା କରିବା ଅଭିଯୋଗରେ ଆଜୀବନ ସଜ୍ଜା ଭୋଗୁଥିବା ରମେଶ ସାହୁଙ୍କୁ ହାଇକୋର୍ଟ ନିର୍ଦ୍ଦୋଶରେ ଖଲାସ କରିଛନ୍ତି । ୨୩ ବର୍ଷ ପରେ ରାୟ ପ୍ରକାଶ ପାଇଛି । ବିଚାରପତି ଜଷ୍ଟିସ ଏସକେ ମିଶ୍ର ଏବଂ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ବଲାଙ୍ଗୀର ଜିଲ୍ଲା ବିରମିତ୍ରପୁର ଥାନା କୋମିରା ଗ୍ରାମରେ ଫସଲ କଟାକୁ ନେଇ ରମେଶ ସାହୁ ଏବଂ ମାଗୁଣୀ ପ୍ରଧାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ରମେଶ ମାଗୁଣୀଙ୍କୁ କଟୁରୀରେ ହାଣି ହତ୍ୟା କରିଥିଲେ । ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟରେ ହାଜର କରିଥିଲେ । ଅଦାଲତ ମାମଲାରେ ରାୟ ପ୍ରକାଶ କରି ଅଭିଯୁକ୍ତକୁ ଆଜୀବନ କରାଦଣ୍ଡରେ ଦଣ୍ଡିତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ