Masthead

ଟିକାରେ ଏମିତି ରେକର୍ଡ, ମୃତକଙ୍କ ନାଁରେ ବି ଭ୍ୟାକସିନ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଟିକାକରଣ ରେକର୍ଡ ସୃଷ୍ଟି କରିଛି। ସେପ୍ଟେମ୍ବର ୧୭ରେ ୨.୫ କୋଟିରୁ ଅଧିକ ଡୋଜ୍‌ର ଟିକା ଲୋକମାନଙ୍କୁ ଦିଆଯାଇଥିଲା। ଗୋଟିଏ ଦିନରେ ଏତେ ସଂଖ୍ୟକ ଟିକା କେବେ ହେଲେ କୌଣସି ଦେଶରେ ଦିଆ ଯାଇନଥିଲା। ମୋଦିଙ୍କ ଜନ୍ମଦିନରେ ଏପରି ସଫଳତା ହାସଲ କରିବା ପାଇଁ କେନ୍ଦ୍ର ଓ ରାଜ୍ୟମାନେ ସବୁ ପ୍ରକାରର ବ୍ୟବସ୍ଥା କରିଥିଲେ। କିନ୍ତୁ ରେକର୍ଡ ସଂଖ୍ୟକ ଟିକାକରଣର ପ୍ରକୃତ ସତ୍ୟତାକୁ ନେଇ ପ୍ରଶ୍ନ ଉଠିଛି।

କାରଣ ରେକର୍ଡ ସଂଖ୍ୟକ ଟିକାକରଣ ଦିନ ମୃତକମାନଙ୍କୁ ମଧ୍ୟ ଟିକାର ଡୋଜ୍‌ ଦିଆଯାଇଥିବା ସେମାନଙ୍କ ପରିବାର ଲୋକଙ୍କୁ ମେସେଜ ଆସିଛି। ସେହିପରି ଟିକାର ଦ୍ୱିତୀୟ ଡୋଜ୍‌ ନେଇ ନଥିବା ଅନେକ ଲୋକଙ୍କ ପାଖରୁ ସେପ୍ଟେମ୍ବର ୧୭ରେ ସେମାନେ ଟିକା ନେଇଥିବା ଏସଏମଏସ୍‌ ଆସିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା