Masthead

ଉପରାଷ୍ଟ୍ରପତିଙ୍କ ଟ୍ୱିଟର ଆକାଉଣ୍ଟରୁ ବ୍ଲୁ-ଟିକ ହଟାଇଲା ଟ୍ୱିଟର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସୋସିଆଲ ମିଡିଆ ପାଇଁ କେନ୍ଦ୍ର ସରକାର ଆଣିଥିବା ନୂଆ ନିୟମକୁ ନେଇ ଟ୍ୱିଟର ଓ ଭାରତ ସରକାରଙ୍କ ମଧ୍ୟରେ ବଢ଼ିବାରେ ଲାଗିଛି ତିକ୍ତତା । ଏହାମଧ୍ୟରେ ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା ନାଇଡ଼ୁଙ୍କ ବ୍ୟକ୍ତିଗତ ଟ୍ୱିଟର ହ୍ୟାଣ୍ଡେଲରୁ ଅଫିସିଆଲ ମାର୍କ ବା ବ୍ଲୁ-ଟିକ୍ ହଟାଇଦେଇଛି ଟ୍ୱିଟର । ଏନେଇ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ତେବେ କିଛି ଲୋକ ଏହା ମଧ୍ୟ କହିଛନ୍ତି ଯେ, ଆକାଉଣ୍ଟ କିଛିଦିନ ହେବ ଆକ୍ଟିଭ ନଥିବା କାରଣରୁ ଟ୍ୱିଟର ଏଥିରୁ ବ୍ଲୁଟିକ ହଟାଇ ଦେଇଛି । ତେବେ ଗତ କିଛି ଦିନ ହେବ କେନ୍ଦ୍ର ସରକାରଙ୍କ ନୂଆ ଆଇଟି ନିର୍ଦ୍ଦେଶାବଳୀକୁ ନେଇ ଟ୍ୱିଟର ଏବଂ ସରକାରଙ୍କ ମଧ୍ୟରେ ବିବାଦ ବଢ଼ିଛି ।

ଅନ୍ୟ ସୋସିଆଲ ମିଡିଆ ଆକାଉଣ୍ଟ ଗୁଡ଼ିକ କେନ୍ଦ୍ରସରକାରଙ୍କ ନିର୍ଦ୍ଦେଶାବଳୀକୁ ମାନୁଥିବା ବେଳେ ଟ୍ୱିଟର ଏହାକୁ ମାନୁନି । ଯେଉଁଥିପାଇଁ ବିବାଦ ବଢ଼ିଛି । କେବଳ ଏତିକି ନୁହେଁ ପୂର୍ବରୁ ଦିଲ୍ଲୀ ପୋଲିସ ଗୁରୁଗ୍ରାମରେ ଥିବା ଟ୍ୱିଟର ଇଣ୍ଡିଆ କାର୍ଯ୍ୟାଳୟ ଉପରେ ଟୁଲକିଟ ପ୍ରସଙ୍ଗକୁ ନେଇ ନୋଟିସ କରି ଜବାବ ମାଗିଥିଲା । ଏହା ଉପରେ ଟ୍ୱିଟର ପୁଣିଥରେ ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସୁଛି ବଡ଼ ଲଘୁଚାପ 🔴 ପାକିସ୍ତାନ ପରେ ବାଂଲାଦେଶର ପାଳି 🔴 ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ 🔴 ତୁର୍କୀ, ଅଜରବୈଜାନ ସହ ବନ୍ଦ ହେବ କାରବାର  🔴 ମାନିଲେ ପାକ୍ ପୂର୍ବତନ ବାୟୁସେନା ଅଧିକାରୀ, ପାକିସ୍ତାନି ଆୱାକ୍ସକୁ ନଷ୍ଟ କରିଛି ବ୍ରହ୍ମୋସ 🔴 ନୀରଜ ଚୋପ୍ରାଙ୍କ ନୂଆ ରେକର୍ଡ, ଜାଭେଲିନ ଥ୍ରୋରେ ୯୦ ମିଟର ପାର 🔴 ସତ ମାନିଲା ପାକିସ୍ତାନ, ଭାରତର ଜବାବୀ ଆକ୍ସନରେ ବହୁ ଏୟାରବେସ୍ ଛାରଖାର ହୋଇଛି 🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ 🔴 ବିଦ୍ରୋହ ଭିତରେ ଆଜି ବସିବ ବିଜେଡିର ପ୍ରଥମ ପିଏସି ବୈଠକ 🔴 ଆଜିଠୁ ପୁଣି ଆରମ୍ଭ ହେବ ଆଇପିଏଲ 🔴 ଆସୁଛି ବଡ଼ ଲଘୁଚାପ 🔴 ପାକିସ୍ତାନ ପରେ ବାଂଲାଦେଶର ପାଳି 🔴 ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ 🔴 ତୁର୍କୀ, ଅଜରବୈଜାନ ସହ ବନ୍ଦ ହେବ କାରବାର  🔴 ମାନିଲେ ପାକ୍ ପୂର୍ବତନ ବାୟୁସେନା ଅଧିକାରୀ, ପାକିସ୍ତାନି ଆୱାକ୍ସକୁ ନଷ୍ଟ କରିଛି ବ୍ରହ୍ମୋସ 🔴 ନୀରଜ ଚୋପ୍ରାଙ୍କ ନୂଆ ରେକର୍ଡ, ଜାଭେଲିନ ଥ୍ରୋରେ ୯୦ ମିଟର ପାର 🔴 ସତ ମାନିଲା ପାକିସ୍ତାନ, ଭାରତର ଜବାବୀ ଆକ୍ସନରେ ବହୁ ଏୟାରବେସ୍ ଛାରଖାର ହୋଇଛି 🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ 🔴 ବିଦ୍ରୋହ ଭିତରେ ଆଜି ବସିବ ବିଜେଡିର ପ୍ରଥମ ପିଏସି ବୈଠକ 🔴 ଆଜିଠୁ ପୁଣି ଆରମ୍ଭ ହେବ ଆଇପିଏଲ