Masthead

ସୋସିଆଲ ମିଡିଆରେ ମୁହାଁମୁହିଁ ହେଲେ ଦୁଇ ଭାଇ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିହାର ରାଜନୀତିରେ ଦେଖାଦେଇଛି ମତଭେଦ । ତେବେ ଏହା ଶାସକ ଦଳ ସହ ନୁହେଁ ବରଂ ମୁଖ୍ୟ ବିରୋଧୀ ଆରଜେଡି ଦଳ ସହ ଘଟିଛି । ତେବେ ଦୁଇ ଭାଇ ତେଜସ୍ୱୀ ଯାଦବ ଏବଂ ତେଜ ପ୍ରତାପଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି ।

ବାସ୍ତବରେ ତେଜ ପ୍ରତାପ ଦୀର୍ଘ ଦିନ ଧରି ଦଳର ସମ୍ମାନିତ ନେତା ଜଗଦାନନ୍ଦ ସିଂହଙ୍କ ସହ ବାକ ଯୁଦ୍ଧ କରିଆସୁଥିଲେ । ତେଜସ୍ୱୀ ତାଙ୍କୁ ଏ ବିଷୟରେ ଚୁପ ରହିବା ପାଇଁ କହିବା ସହ ଗୁରୁଜନଙ୍କୁ ସମ୍ମାନ କରିବା ଶିଖାଇଥିଲେ । ଏହାର ଜବାବରେ ତେଜ ପ୍ରତାପ ଏକ ଟ୍ୱିଟ ମାଧ୍ୟମରେ ତେଜସ୍ୱୀଙ୍କୁ ପରାମର୍ଶ ଦେଇଥିବାର ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା