Masthead

ସୋସିଆଲ ମିଡିଆରେ ମୁହାଁମୁହିଁ ହେଲେ ଦୁଇ ଭାଇ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିହାର ରାଜନୀତିରେ ଦେଖାଦେଇଛି ମତଭେଦ । ତେବେ ଏହା ଶାସକ ଦଳ ସହ ନୁହେଁ ବରଂ ମୁଖ୍ୟ ବିରୋଧୀ ଆରଜେଡି ଦଳ ସହ ଘଟିଛି । ତେବେ ଦୁଇ ଭାଇ ତେଜସ୍ୱୀ ଯାଦବ ଏବଂ ତେଜ ପ୍ରତାପଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି ।

ବାସ୍ତବରେ ତେଜ ପ୍ରତାପ ଦୀର୍ଘ ଦିନ ଧରି ଦଳର ସମ୍ମାନିତ ନେତା ଜଗଦାନନ୍ଦ ସିଂହଙ୍କ ସହ ବାକ ଯୁଦ୍ଧ କରିଆସୁଥିଲେ । ତେଜସ୍ୱୀ ତାଙ୍କୁ ଏ ବିଷୟରେ ଚୁପ ରହିବା ପାଇଁ କହିବା ସହ ଗୁରୁଜନଙ୍କୁ ସମ୍ମାନ କରିବା ଶିଖାଇଥିଲେ । ଏହାର ଜବାବରେ ତେଜ ପ୍ରତାପ ଏକ ଟ୍ୱିଟ ମାଧ୍ୟମରେ ତେଜସ୍ୱୀଙ୍କୁ ପରାମର୍ଶ ଦେଇଥିବାର ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ