Masthead

ଦୁଇ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା; ୧ ମୃତ, ୧୦ ଆହତ

ଆସିକା (ବଡ଼ ଖବର ବ୍ୟୁରୋ): ବିଳମ୍ବିତ ରାତିରେ ଦୁଇ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା । ୧ ମୃତ, ୧୦ ଆହତ । ଗଞ୍ଜାମ ଢ଼ଉଗାଁ ଛକ ହିନ୍ଦୁସ୍ତାନ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା । ବସ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ପ୍ରଥମେ ଆସିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମୃତକ ଜଣଙ୍କ ବସ ଡ୍ରାଇଭର ବୋଲି ଜଣାପଡିଛି । ଭୁବନେଶ୍ୱରରୁ ମାଲକାନଗିରି ଯାଉଥିବା ଦିଲଖୁସ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ । ଆସିକା ଯାଉଥିବା ହ୍ୱାଇଟ ହର୍ସ ନାମକ ବସ୍ ସହ ଧକ୍କା ହୋଇଥିଲା । ଦମକଳ ବାହିନୀ ସହାୟତାରେ ଆହତ ମାନଙ୍କୁ ଦୁର୍ଘଟଣା ସ୍ଥଳରୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ