Masthead

ପୋଖରୀରେ ବୁଡି ଦୁଇ ଶିଶୁ ମୃତ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ପୋଖରୀରେ ବୁଡ଼ି ଦୁଇ ଶିଶୁ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ବନ୍ଧପାରୀ ଗ୍ରାମପଞ୍ଚାୟତ କୁଟ୍ରୁଗୁଡା ଗାଁରେ। ମୃତକ ହେଲେ କୁଟ୍ରୁଗୁଡା ଗାଁର କୁସ୍ମିତା ଓ ଗୋଦନ ମାଝୀ । ପୋଖରୀ ଭାସୁଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇଛି । ପରିବାର ସଦସ୍ୟ କ୍ଷେତରେ କାମ କରୁଥିବା ବେଳେ ନିକଟ ପୋଖରୀରେ ଦୁଇ ଜଣ ଶିଶୁ ବୁଡ଼ି ଯାଇଥିଲେ ।

ଖବର ପାଇ ଅଗ୍ନିଶମ ବାହୀନି ଶିଶୁଙ୍କୁ ଉଦ୍ଧାର କରି ବିଶ୍ୱନାଥପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ବିଶ୍ୱନାଥପୁର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାକୁ ନେଇ ଅଞ୍ଚଳରେ ଶୋକର ଲହରୀ ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ