Masthead

ପୋଖରୀରେ ବୁଡି ଦୁଇ ଶିଶୁ ମୃତ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ପୋଖରୀରେ ବୁଡ଼ି ଦୁଇ ଶିଶୁ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ବନ୍ଧପାରୀ ଗ୍ରାମପଞ୍ଚାୟତ କୁଟ୍ରୁଗୁଡା ଗାଁରେ। ମୃତକ ହେଲେ କୁଟ୍ରୁଗୁଡା ଗାଁର କୁସ୍ମିତା ଓ ଗୋଦନ ମାଝୀ । ପୋଖରୀ ଭାସୁଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇଛି । ପରିବାର ସଦସ୍ୟ କ୍ଷେତରେ କାମ କରୁଥିବା ବେଳେ ନିକଟ ପୋଖରୀରେ ଦୁଇ ଜଣ ଶିଶୁ ବୁଡ଼ି ଯାଇଥିଲେ ।

ଖବର ପାଇ ଅଗ୍ନିଶମ ବାହୀନି ଶିଶୁଙ୍କୁ ଉଦ୍ଧାର କରି ବିଶ୍ୱନାଥପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ବିଶ୍ୱନାଥପୁର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାକୁ ନେଇ ଅଞ୍ଚଳରେ ଶୋକର ଲହରୀ ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା