Masthead

ପୋଖରୀରେ ବୁଡ଼ି ଦୁଇ ଶିଶୁ ମୃତ

ସିନାପାଲି (ବଡ଼ ଖବର ବ୍ୟୁରୋ): ପୋଖରୀରେ ବୁଡ଼ି ୨ଶିଶୁଙ୍କ ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଚଉଁରା ଗାଁରେ। ପୋଖରୀରେ ଗାଧୋଇବା ବେଳେ ଗୋଡ଼ ଖସିଯିବାରୁ ଉଭୟଙ୍କର ମୃତ୍ୟୁ ହୋଇଛି । ମୃତ ନାବାଳକ ଦ୍ୱୟ ହେଲେ ବୃଷଭ ବନ୍ଦିଛୋର ଓ ଅମିତ ବନ୍ଦିଛୋର। ହମିତଙ୍କ ବୟସ ୭ବର୍ଷ ହୋଇଥିବା ବେଳେ ବୃଷଭଙ୍କ ବୟସ ୯ ବର୍ଷ ବୋଲି ଜଣାଯାଇଛି।

ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସିନାପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ଉଭୟ ଶିଶୁଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ତେବେ ଦୁଇ ଶିଶୁଙ୍କୁ ସରକାରୀ ସହାୟତା ପାଇଁ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ