ପୋଖରୀରେ ବୁଡ଼ି ଦୁଇ ଶିଶୁ ମୃତ

ସିନାପାଲି (ବଡ଼ ଖବର ବ୍ୟୁରୋ): ପୋଖରୀରେ ବୁଡ଼ି ୨ଶିଶୁଙ୍କ ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଚଉଁରା ଗାଁରେ। ପୋଖରୀରେ ଗାଧୋଇବା ବେଳେ ଗୋଡ଼ ଖସିଯିବାରୁ ଉଭୟଙ୍କର ମୃତ୍ୟୁ ହୋଇଛି । ମୃତ ନାବାଳକ ଦ୍ୱୟ ହେଲେ ବୃଷଭ ବନ୍ଦିଛୋର ଓ ଅମିତ ବନ୍ଦିଛୋର। ହମିତଙ୍କ ବୟସ ୭ବର୍ଷ ହୋଇଥିବା ବେଳେ ବୃଷଭଙ୍କ ବୟସ ୯ ବର୍ଷ ବୋଲି ଜଣାଯାଇଛି।

ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସିନାପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ଉଭୟ ଶିଶୁଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ତେବେ ଦୁଇ ଶିଶୁଙ୍କୁ ସରକାରୀ ସହାୟତା ପାଇଁ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’