Masthead

ଗଛରେ ପିଟି ହୋଇ ଦୁଇ ବାଇକ ଆରୋହୀ ମୃତ

ପୋଲସରା (ବଡ଼ ଖବର ବ୍ୟୁରୋ): ଗଛରେ ପିଟି ହୋଇ ଦୁଇ ବାଇକ ଆରୋହୀ ମୃତ। ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା ଅଂଚଳରେ ଥିବା ପେଟ୍ରୋଲ ପମ୍ପ ସନ୍ତୋସୀ ମା ମନ୍ଦିର ପାଖରେ କାଲି ବିଳମ୍ବିତ ରାତ୍ରି ରେ ଭାରସାମ୍ୟ ହରାଇ ଗଛ କୁ ପିଟିହୋଇ ଦୁଇ ବାଇକ ଆରୋହି ଙ୍କ ମୃତ୍ୟୁ ଘଟିଛି ।ମୃତକ ଦ୍ବୟ ବୁଗୁଡା ଥାନା ଅଧିନ ପାଙ୍ଗିଡି ପଞ୍ଚାୟତ କଂଚୁଡୁ ପାଟଣା ର ଏ.ପ୍ରକାଶ ପାତ୍ର ଓ ତପନ ସ୍ୱାଇଁ ବୋଲି ଜଣା ପଡ଼ିଥିବା ବେଳେ ଘଟଣାସ୍ଥଳରେ ବୁଗୁଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବଦ୍ଵୟ କୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଭଞ୍ଜନଗର ମେଡିକାଲ କୁ ପଠାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ