Masthead

ଯଶୋଭୂମିରେ ଦୁଇ ଦିନିଆ ପି-୨୦ ସମ୍ମିଳନୀ ଆରମ୍ଭ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଯଶୋଭୂମିରେ ଆରମ୍ଭ ହୋଇଛି ଦୁଇ ଦିନିଆ ପି-୨୦ ସମ୍ମିଳନୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଶୁଭାରମ୍ଭ କରିଛନ୍ତି । ସମ୍ମିଳନୀରେ ବିଭନ୍ନ ଦେଶର ୨୬ ଜଣ ବାଚସ୍ପତି, ୧୦ ଜଣ ଉପବାଚସ୍ପତି, ଆପିୟୁର ଅଧ୍ୟକ୍ଷ ସମେତ ୫୦ ଜଣ ସାଂସଦ ଓ ୧୪ ଜଣ ସେକ୍ରେଟାରୀ ଜେନେରାଲ ଯୋଗ ଦେଇଛନ୍ତି । ଏହି ସମ୍ମିଳନୀରେ ବିଭିନ୍ନ ପ୍ରସଙ୍ଗ ସମ୍ପର୍କିତ ୪ଟି ଅଧିବେଶନ ଅନୁଷ୍ଠିତ ହେବ । ଏକ ପୃଥିବୀ, ଏକ ପରିବାର ଏବଂ ଏକ ଭବିଷ୍ୟତ ଲକ୍ଷ୍ୟରେ ସହସଦର ଭୂମିକା ପ୍ରସଙ୍ଗରେ ମଧ୍ୟ ଆଲୋଚନା ହେବାର କାର୍ୟ୍ୟକ୍ରମ ରହିଛି । ପି-୨୦ର ସମସ୍ତ ପ୍ରତିନିଧି ନୂଆ ସଂସଦ ଭବନ ପରିଦର୍ଶନ କରିବାର ମଧ୍ୟ କାର୍ୟ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ