Masthead

ହାତୀ ଆକ୍ରମଣରେ ଦୁଇ ମୃତ

 

ଅନୁଗୋଳ  (ବଡ଼ ଖବର ବ୍ୟୁରୋ): ହାତୀ ଆକ୍ରମଣରେ ଦୁଇ ମୃତ । ଅନୁଗୋଳ ଜିଲ୍ଲା ଶରଧାପୁର ଓ ଛେଳିଆପଡା ଗାଁରୁ ଆସିଛି ଏଭଳି ଦୁଃଖଦ ଘଟଣା । ହାତୀ ଆକ୍ରମଣରେ ୨ ଜଣ ପ୍ରାଣ ହରାଇଛନ୍ତି । ମୃତକ ହେଉଛନ୍ତି ଶରଧାପୁର ଗାଁର ଗୁରୁ ନାଏକ ଏବଂ ଛେଳିଆପଡା ଗାଁର ଅଇଁଠୁ ସାହୁ ।ପୁଣି ହାତୀ ନେଲା ୨ ଜୀବନ । ଅନୁଗୋଳ ଶରଧାପୁର ଓ ଛେଳିଆପଡା ଗାଁରେ ହାତୀ ଭୟ ।କିଛି ଦିନର ବ୍ୟବଧାନ ପରେ ପୁଣି ହାତୀ ଆକ୍ରମଣରେ ଯାଇଛି ୨ ଜୀବନ । ଫଳରେ ହାତୀ ପାଇଁ ଭୟର ବାତାବରଣ ଖେଳିଯାଇଛି । ସେପଟେ ବନବିଭାଗ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି