Masthead

ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ, ଦୁଇ ମୃତ ଦୁଇ ଗୁରୁତର

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଗଞ୍ଜାମ କବିସୂର୍ଯ୍ୟନଗର ପଙ୍କଳାବାଡି ଗାଁରେ ଦୁଇ ପରିବାର ସଦସ୍ୟଙ୍କ ମଧ୍ୟରେ ଦେଖାଦେଇଛି ଗୋଷ୍ଠୀ ସଂଘର୍ଷ । ଫଳରେ ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି । ମୃତ ଦୁଇଜଣ ହେଲେ ମିଥୁନ ଭୂୟାଁ ଓ ଲିପୁ ସ୍ୱାଇଁ । ଉଭୟ ସମ୍ପର୍କରେ ଜ୍ୱାଇଁ ଓ ଶଳା ।

ପୂର୍ବ ଶତ୍ରୁତା ଓ ରାଜନୈତିକ କଳହ ହତ୍ୟାକାଣ୍ଡର ମୁଖ୍ୟ କାରଣ ବୋଲି ଅଭିଯୋଗ କରିଛନ୍ତି ସମ୍ପର୍କୀୟ । ଗତ କାଲି ସନ୍ଧ୍ୟା ସମୟରେ ଦୁଇ ଜଣ ଚାଲିଚାଲି ସେହି ଗାଁ ଦେଇ ଯାଉଥିବା ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଉଭୟ ଗୁରୁତର ଅବସ୍ଥାରେ ପ୍ରଥମେ କବିସୂର‌୍ୟ୍ୟନଗର ଓ ପରେ ବ୍ରହ୍ମପୁର  ମେଡିକାଲରେ ଭର୍ତ୍ତି ହୋଇଥିଲେ।

ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ।ଏହି ଘଟଣାରେ ଅନ୍ୟ ଦୁଇ ଜଣ ଆହତ ହୋଇ  ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଖବର ପାଇବା ପରେ କବିସୂର‌୍ୟ୍ୟନଗର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର