Masthead

ନିମ୍ନାମାନର ରାସ୍ତା କାମ କରି ଦୁଇ ଯନ୍ତ୍ରୀ ନିଲମ୍ବିତ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଅସ୍ତରଙ୍ଗରୁ ନିମାପଡ଼ା ମୁଖ୍ୟରାସ୍ତା ନିମ୍ନାମାନର ହୋଇଥିବା ଅଭିଯୋଗ ପରେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ରାସ୍ତା ଉପରୁ ପିଚୁ ଉଠିଯାଉଥିବା ଭିଡିଓ ଭାଇରାଲ ହୋଇଥିଲା । ଘଟଣାରେ ଯନ୍ତ୍ରୀ ସାରଦା ପ୍ରସନ୍ନ ଦାସ ଏବଂ ସେକ୍ସନ ଯନ୍ତ୍ରୀ ଜଗନ ଜେନାଙ୍କୁ ସରକାର ନିଲମ୍ବନ କରିଛନ୍ତି ।

ତେବେ କାମ କରିଥିବା କେବିଏମ କନଷ୍ଟ୍ରକସନ ବିରୋଧରେ କେବେ କାର୍ଯ୍ୟାନୁଷ୍ଠନ ନିଆଯିବ ବୋଲି ବିଜେପି ପକ୍ଷରୁ ପ୍ରସମିଟ କରି ପ୍ରଶ୍ନ ପଚରାଯାଇଛି । ପୂର୍ବତନ ବିଧାୟକ ରବି ମଲ୍ଲିକ ଜିଲ୍ଲା ଯୁବ ମୋର୍ଚ୍ଚା ସମ୍ପାଦକ କାକଟପୁର ବିଧାୟକଙ୍କ ଉପରେ ବର୍ଷିଛନ୍ତି । ସମ୍ପୃକ୍ତ ସଂସ୍ଥା ନିମ୍ନମାନର ରାସ୍ତାକାମ କରି କୋଟିକୋଟି ଟଙ୍କା ହରିଲୁଟ କରିଥିବା ବିଜେପି କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ