Masthead

ନଦୀ ଉପରୁ ଦୁଇ ଯୁବତୀ ଉଭାନ

ତୁଷୁରା, (ବଡ଼ ଖବର ବ୍ୟୁରୋ): ବ୍ରିଜ୍ ଉପରେ ସ୍କୁଟି ରଖି ଦୁଇ ଯୁବତୀ ନିଖୋଜ । ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ଅନ୍ତର୍ଗତ ତୁଷୁରା-ଗୁଡ଼ଭେଲା ରାସ୍ତାରେ ଥିବା ତେଲ ନଦୀ ବ୍ରିଜ୍ ଉପରେ ସ୍କୁଟି ରଖି ୨ଯୁବତୀ କେଉଁଆଡ଼େ ନିଖୋଜ ହୋଇଯାଇଛନ୍ତି । ବ୍ରିଜ୍ ଉପରେ ଯୁବତିଙ୍କ ସ୍କୁଟି ସହ ଦୁଇ ହଳ ଚପଲ ପଡ଼ିଥିବାର ଦେଖିବାକୁ ମିଳିଛି । ତେବେ ଯୁବତୀ ଦ୍ୱୟ ନଦୀକୁ ଡ଼େଇଁ ଅତ୍ମହତ୍ୟା କରିଛନ୍ତି କି ତାଙ୍କୁ କେହି ଅପହରଣ କରିଛି ତାହା ସ୍ପଷ୍ଟ ହୋଇନାହିଁ । ଖବର ପାଇ ଗୁଡ଼େବାହଲ ପୋଲିସ, ଅଗ୍ନିଶମ କର୍ମଚାରୀ ନଦୀରେ ଉଦ୍ଧାର କାର୍ଯ୍ୟ ଜାରୀ ରଖିଛନ୍ତି । ବର୍ତମାନ ସୁଦ୍ଧା ଯୁବତୀ ଦ୍ୱୟଙ୍କର କୌଣଷି ପତ୍ତା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା