ନଦୀ ଉପରୁ ଦୁଇ ଯୁବତୀ ଉଭାନ

ତୁଷୁରା, (ବଡ଼ ଖବର ବ୍ୟୁରୋ): ବ୍ରିଜ୍ ଉପରେ ସ୍କୁଟି ରଖି ଦୁଇ ଯୁବତୀ ନିଖୋଜ । ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ଅନ୍ତର୍ଗତ ତୁଷୁରା-ଗୁଡ଼ଭେଲା ରାସ୍ତାରେ ଥିବା ତେଲ ନଦୀ ବ୍ରିଜ୍ ଉପରେ ସ୍କୁଟି ରଖି ୨ଯୁବତୀ କେଉଁଆଡ଼େ ନିଖୋଜ ହୋଇଯାଇଛନ୍ତି । ବ୍ରିଜ୍ ଉପରେ ଯୁବତିଙ୍କ ସ୍କୁଟି ସହ ଦୁଇ ହଳ ଚପଲ ପଡ଼ିଥିବାର ଦେଖିବାକୁ ମିଳିଛି । ତେବେ ଯୁବତୀ ଦ୍ୱୟ ନଦୀକୁ ଡ଼େଇଁ ଅତ୍ମହତ୍ୟା କରିଛନ୍ତି କି ତାଙ୍କୁ କେହି ଅପହରଣ କରିଛି ତାହା ସ୍ପଷ୍ଟ ହୋଇନାହିଁ । ଖବର ପାଇ ଗୁଡ଼େବାହଲ ପୋଲିସ, ଅଗ୍ନିଶମ କର୍ମଚାରୀ ନଦୀରେ ଉଦ୍ଧାର କାର୍ଯ୍ୟ ଜାରୀ ରଖିଛନ୍ତି । ବର୍ତମାନ ସୁଦ୍ଧା ଯୁବତୀ ଦ୍ୱୟଙ୍କର କୌଣଷି ପତ୍ତା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!