Masthead

ଜେଏନୟୁରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପୁଣି ଅଶାନ୍ତ ଜେଏନୟୁ । ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ । ରବିବାର ପୁଣି ମୁହାଁମୁହିଁ ହୋଇଛନ୍ତି ଜବାହାରଲାଲ ନେହରୁ ବିଶ୍ୱବିଦ୍ୟାଳୟର ଛାତ୍ର ଗୋଷ୍ଠୀ । ବାମପନ୍ଥୀ ସହ ଜଡିତ ଛାତ୍ର ଛତ୍ରପତି ଶିବାଜୀ ମହାରାଜଙ୍କ ଅପମାନ କରିଥିବା ଅବିଭୀପି ସଂଗଠନର ଛାତ୍ର ଅଭିଯୋଗ କରିଛନ୍ତି । ଅନ୍ୟପଟେ ବାମପନ୍ଥୀ ସହ ଜଡିତ ଛାତ୍ର ସଙ୍ଗଠନ କହିଛି, ଆଇଆଇଟି ବମ୍ବେରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟଣାକୁ ନେଇ ମୃତ ଛାତ୍ରଙ୍କ ପରିବାର ଲୋକଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଶୋଭାଯାତ୍ରା ବାହାରିଥିବା ବେଳେ ଏବିଭିପିର ଛାତ୍ର ସେମାନଙ୍କୁ ଆକ୍ରମଣ କରିଥିଲେ । ବାମପନ୍ଥୀ ଛାତ୍ରଙ୍କ ଏହି ଅଭିଯୋଗକୁ ଏବିଭିପି ପକ୍ଷରୁ ଖଣ୍ଡନ କରାଯାଇଛି। ଛତ୍ରପତି ଶିବାଜୀ ମହାରାଜଙ୍କ ଜୟନ୍ତୀ ଅବସରରେ କାର୍ୟ୍ୟକ୍ରମ ଚାଲିଥିବାବେଲେ ବାମପନ୍ଥୀ ଛାତ୍ର ସେଠାକୁ ଆସି ଛତ୍ରପତି ଶିବାଜୀଙ୍କୁ ଅସମ୍ମାନ କରିଥିବା ଅଭିଯୋଗ ହୋଇଛି। ବାମପନ୍ଥୀ ଛାତ୍ର ସେଠାକୁ ଆସି ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତିରୁ ଫୁଲମାଳ ବାହାର କରି ଦେଇଥିବା ଅଭିଯୋଗ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ