Masthead

ଦୁଇ ହେଲିକପ୍ଟର ମୁହାଁମୁହିଁ, ୯ ଯବାନ ସହିଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ବୁଧବାର ରାତିରେ ଆମେରିକାର କେଣ୍ଟୁକିରେ ଦୁଇଟି ‘ବ୍ଲାକ୍‌ ହଅକ୍‌’ ହେଲିକପ୍ଟର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୯ ଯବାନ ସହିଦ ହୋଇଛନ୍ତି । ଫୋର୍ଟ କ୍ୟାମ୍ପବେଲର ପବ୍ଲିକ୍ ଆଫେୟାର୍ସ ଅଫିସ୍ କହିଛି ଯେ କ୍ରୁ ମେମ୍ବରମାନେ ୧୦୧ତମ ଏୟାରବୋର୍ଣ୍ଣ ଡିଭିଜନ ଦ୍ୱାରା ପରିଚାଳିତ ଦୁଇଟି ଏଚ୍ଏଚ୍ -୬୦ ବ୍ଲାକ୍ ହକ୍ ହେଲିକପ୍ଟର ଉଡ଼ାଉଥିଲେ ।

ବୁଧବାର ବିଳମ୍ବିତ ରାତିରେ କେଣ୍ଟକିର ଟ୍ରିଗ୍ କାଉଣ୍ଟିରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । କେଣ୍ଟୁକି-ଟେନିସି ସୀମାନ୍ତରେ ଥିବା ସେନା ଶିବିର ‘ଫ୍ରଣ୍ଟ୍‌ କ୍ୟାମ୍ପ୍‌ବେଲ୍‌’ରୁ ଉଡ଼ାଣ ଆରମ୍ଭ କରିଥିବା ଉକ୍ତ ହେଲିକପ୍ଟର୍‌ ଦୁଇଟି କେଣ୍ଟୁକି ଅନ୍ତର୍ଗତ ଟ୍ରିଗ୍‌ କାଉଣ୍ଟିରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା