Masthead

କାବୁଲରେ ଫଶିଛନ୍ତି ୨ ଶହ ଭାରତୀୟ

(ବଡ଼ ଖବର ବ୍ୟୁରୋ): କାବୁଲରେ ଫଶିଛନ୍ତି ୨୦୦ ଶହ ଭାରତୀୟ । ଆଫଗାନିସ୍ତାନରେ ଭାରତ ପକ୍ଷରୁ ଚାଲିଛି ବିଭିନ୍ନ ଉନ୍ନୟନ କାମ । ଏଥରରେ ୧୫ଶହ ଭାରତୀୟ ନିୟୋଜିତ ଅଛନ୍ତି ।

ସେମାନଙ୍କ ମଧ୍ୟରୁ କିଛି ଲୋକଙ୍କୁ ଭାରତ ସ୍ୱଦେଶକୁ ଫେରାଇ ଆଣିଲାଣି । ଏବେ କାବୁଲରେ ଥିବା ଭାରତୀୟ ସୂତାବାସରେ ୨ଶହ ଭାରତୀୟ ଫଶିରହିଛନ୍ତି ଏମାନଙ୍କ ମଧ୍ୟରେ ଅଛନ୍ତି ଦୂତାବାସର କିଛି କର୍ମଚାରୀ ଓ ଅର୍ଦ୍ଧ ସାମରିକ ଯବାନ । ତାଲିବାନ ମାନେ କାବୁଲ ସହରରେ କର୍ଫ୍ୟୁ ଜାରି କରିଥିବାରୁ ପରିସ୍ଥିତି ଜଟିଳ ହୋଇପଡିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ