Masthead

ଶପଥ ନେଲେ ୨ ବିଚାରପତି

କଟକ (ବଡ଼ ଖବର ବ୍ୟୁରୋ): ଶପଥ ନେଲେ ଓଡ଼ିଶା ହାଇକୋର୍ଟର ୨ ବିଚାରପତି । ଜଷ୍ଟିସ ଯଶୱନ୍ତ ସିଂ ନେଲେ ଶପଥ । ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କଲେ । ମୁଖ୍ୟ ବିଚାରପତି କରାଇଲେ ଶପଥ ପାଠ । ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି । ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭।

ସୂଚନା ଅନୁଯାୟୀ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କ ଓଡ଼ିଶା ହାଇକୋର୍ଟକୁ ବଦଳି ନେଇ ଗତ ୬ ତାରିଖ ଦିନ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ