Masthead

ଦୁଇ ଭାଇଙ୍କ ସଲିଳ ସମାଧି

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସିଯିବାରୁ ବୁଡିଗଲେ ଦୁଇ ନାବାଳକ ଭାଇ । ସ୍କୁଲ ଯିବା ପୂର୍ବରୁ ପୋଖରୀରେ ଗାଧୋଇବାକୁ ଯାଇଥିଲେ ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ବାଉଁଶିଆପଡା ପଞ୍ଚାୟତ ଅଭିମାନପୁର ଗାଁର ଲିପୁନ କର ଓ ପ୍ରଦୀପ୍ତ ପ୍ରଳୟ କର । ସାଙ୍ଗହୋଇ ଗାଧୋଉଥିବା ବେଳେ ସେମାନଙ୍କ ଗୋଡ଼ ଖସିଯିବାରୁ ବୁଡ଼ିଯାଇଥିଲେ । ଗାଁ ଲୋକେ ଉଦ୍ଧାର କରି ଦୁଇଭାଇଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଥିଲେ ।ଡାକ୍ତର ଉଭୟଙ୍କୁ ମୃତ ଘୋଷଣାା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ