Masthead

ପୋଖରୀରେ ବୁଡ଼ି ୨ ନାବାଳିକା ମୃତ

ଅନୁଗୋଳ(ବଡ଼ ଖବର ବ୍ୟୁରୋ): ଅନୁଗୋଳ ଜିଲ୍ଲା ଠାକୁରଗଡ ଥାନା ଅନ୍ତର୍ଗତ କନ୍ତପଡା ଗାଁର କୁରୁମଛକରେ ପୋଖରୀରେ ବୁଡି ୨ ନାବାଳିକାଙ୍କ ମୃତ୍ୟୁ । ସୂଚନା ଅନୁଯାୟୀ ମୃତ ୨ ନାବାଳିକା ହେଲେ ଦୟାନିଧି ପ୍ରଧାନଙ୍କ ଝିଅ ଶ୍ରୀମତି ପ୍ରଧାନ ଓ ଘନଶ୍ୟାମ ସାହୁଙ୍କ ଝିଅ ବର୍ଷା ସାହୁ । ଉଭୟଙ୍କ ବୟସ ୧୨ ବର୍ଷ ।

ଆଜି ଦିନ ପ୍ରାୟ ୧୧ଟା ବେଳେ ଏହି ଘଟଣା ଘଟିଥିଲା । ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ବୁଡି ଯାଇଥିବା ସୂଚନା । ପରେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିଥିଲେ । କିନ୍ତୁ ଘଟଣାସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଥିଲା । ସ୍ଥାନୀୟ ଲୋକଙ୍କ ଖବର ପରେ ସେଠାରେ ପୋଲିସ ପହଞ୍ଚି ମୃତ ଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ଆଠମଲ୍ଲିକ ଡାକ୍ତରାଖାନାକୁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା