Masthead

ସ୍କ୍ୱାସରେ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏସିଆନ ଗେମସରେ ଆଜି ଭାରତ ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଛି । ସ୍କ୍ବାସର ମିଳିତ ବର୍ଗରେ ଭାରତ ଗୋଲ୍ଡ ଜିତିଛି । ଦିପିକା ପାଲିକଲ ଏବଂ ହରିନ୍ଦର ପାଲ ସିଂ ସାନ୍ଧୁଙ୍କ ମିଳିତ ଟିମ ଭାରତ ପାଇଁ ସ୍ବର୍ଣ୍ଣ ଜିତିଛନ୍ତି । ଏସିଆନ ଗେମସରେ ସ୍କ୍ବାସରେ ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରହିଛି ଭାରତ । ସେହିପରି ତୀରଚାଳନାରେ ମଧ୍ୟ ଭାରତ ଆଉ ଏକ ସ୍ବର୍ଣ ହାତେଇଛି । ୨୦ ସ୍ବର୍ଣ୍ଣ , ୩୧ ରୋପ୍ୟ ଓ ୩୨ ବ୍ରୋ୍ଜ ପଦକ ସହ ଭାରତର ପଦକ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା