Masthead

ଶପଥ ନେଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ(ବଡ଼ ଖବର ବ୍ୟୁରୋ) : ହାଇକୋର୍ଟର ଦୁଇ ନୂଆ ବିଚାରପତି ହେଲେ ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା । ଉଭୟଙ୍କୁ ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର । । ନୂଆ ବିଚାରପତିଙ୍କ ଶପଥ ପାଠ ପରେ ହାଇକୋର୍ଟରେ ବିଚାରପତି ସଂଖ୍ୟା ୨୨କୁ ବୃଦ୍ଧି ପାଇଛି ।

ଜଷ୍ଟିସ ଶିବଶଙ୍କର ମିଶ୍ର ଜୟପୁରଠାରେ ୧୯୬୮ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ଶ୍ରୀ ମିଶ୍ର ୧୯୯୧ ଡିସେମ୍ବର ୭ରେ ଆଇଜୀବିଭାବେ ପରିଚିତ ହୋଇଥିଲେ । ଦେୱାନୀ ଫୌଜାଦାରୀ ଓ ନିଯୁକ୍ତି ସମ୍ପର୍କିିତ ଆଇନରେ ତାଙ୍କର ବିଶେଷ ଅଧ୍ୟୟନ ରହିଛି । ସେ ଓଡିଶା ହାଇକୋର୍ଟ ଓ କେନ୍ଦ୍ର ସରକାରଙ୍କ ପାଇଁ ସୁପ୍ରିମକୋର୍ଟରେ ଆଇନଜୀବୀଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି ।

ସେହିଭଳି ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା ୧୯୬୪ ମେ ୨୩ରେ ଜନ୍ମ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ଶ୍ରୀ ବେହେରା ରାଜ୍ୟ ଭିଜିଲାନ୍ସରେ ମଧ୍ୟ ଲିଗାଲ ଆଡଭାଇଜର ଭାବେ କାର୍ଯ୍ୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ