Masthead

ତୁଷାରପାତରେ ଫସି ଦୁଇ ଜଣଙ୍କ ମୃତ୍ୟୁ

ଶ୍ରୀନଗର(ବଡ଼ ଖବର ବ୍ୟୁରୋ): ତୁଷାରପାତରେ ଫସି ଦୁଇ ଜଣଙ୍କ ମୃତ୍ୟୁ । ସେପଟେ ଗତକାଲି ଜାମ୍ମୁ କାଶ୍ମୀରରେ ତୁଷାରପାତ ଆରମ୍ଭ ହୋଇଥିଲା । ଯାହାଫଳରେ ଅନନ୍ତନାଗ ଜିଲ୍ଲାର ସିନ୍ଥାନ ପାସରେ ୪ ଜଣ ଫସିରହିଥିଲେ । ଖବର ପାଇ ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ ସମେତ ଉଦ୍ଧାରକାରୀ ଦଳ ପହଞ୍ଚିଥିଲେ ।

ସେଠାରୁ ୪ ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେମାନଙ୍କ ମଧ୍ୟରୁ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ହସ୍ପିଟାଲରେ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା