Masthead

ବର୍ଡର-ଗାଭାସ୍କର ଟ୍ରଫିର ଶେଷ ମ୍ୟାଚ୍, ଦେଖୁଛନ୍ତି ଦୁଇ ପ୍ରଧାନମନ୍ତ୍ରୀ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ):ଚାଲିଛି ବର୍ଡର-ଗାଭାସ୍କର ଟ୍ରଫିର ଶେଷ ମ୍ୟାଚ୍ । ଟସ୍ ଜିତି ଅଷ୍ଟ୍ରେଲିଆ ଭାରତ ବିପକ୍ଷରେ ବ୍ୟାଟିଙ୍ଗ୍‌ କରୁଛି। ମ୍ୟାଚ ଦେଖୁଛନ୍ତି ଦୁଇ ଦେଶର ପ୍ରଧାନମନ୍ତ୍ରୀ । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲ୍‌ବେନ୍‌ସି ଅତିଥି ରୂପେ ଷ୍ଟାଡିୟମ୍‌ରେ ପହଞ୍ଚିଥିଲେ।

ଭାରତୀୟ ସଂସ୍କୃତିକୁ ପ୍ରତିପାଦନ କରୁଥିବା ଏକ ସୁନ୍ଦର କଳାକୃତି ଉପହାର ଦେଇ ‘ବିସିସିଆଇ’ ଅଧ୍ୟକ୍ଷ ରୋଜର୍‌ ବିନ୍ନି ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲ୍‌ବେନ୍‌ସିଙ୍କୁ ସ୍ବାଗତ କରିଥିଲେ। ସେହିପରି, ଭାତର ଅଧିନାୟକ ରୋହତି ଶର୍ମାଙ୍କୁ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆର ଅଧିନାୟକ ଷ୍ଟଭ୍‌ ସ୍ମିଥ୍‌ଙ୍କୁ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲ୍‌ବେନ୍‌ସି ‘କ୍ୟାପ୍‌’ ପ୍ରଦାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ