Masthead

ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବଦଳିଲା ନିଷ୍ପତ୍ତି । ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ଦେଶର ସମସ୍ତ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ନିଷ୍ପତ୍ତି ଦେଇଛନ୍ତି । ଯେଉଁ ରାଜ୍ୟ ବିକଳ୍ପ ମୂଲ୍ୟାୟନ ଆରମ୍ଭ କରିନାହାନ୍ତି, ୧୦ ଦିନ ମଧ୍ୟରେ ପଦକ୍ଷେପ ନେବା ସହ ନିର୍ଦ୍ଧାରିତ ମସୟ ମଧ୍ୟରେ ରେଜଲ୍ଟ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ କହିଛନ୍ତି ।

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ତତ୍ପରତା ଦେଖାଇଛି। କିନ୍ତୁ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଫଳ ପ୍ରକାଶ ଲାଗି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଆଗୁଆ ଘୋଷଣା କରିଥିଲା । ଏବେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ