Masthead

ଟଳିଲେ ଆଉ ୨ ଆତଙ୍କୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପଣ୍ଡ ହେଲା ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମ । ଜମ୍ମୁ ଓ କାଶ୍ମୀରରେ ଏନ୍କ।ଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ପାକ୍ ଆତଙ୍କୀ ।

ପାକିସ୍ତାନୀ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କଲେ ସୁରକ୍ଷାବାହିନୀ । ବୁଧବାର ଦିନ ସୁରକ୍ଷାବାହିନୀ ଜମ୍ମୁ ଓ କାଶ୍ମୀରର ପୁଞ୍ଚ ଜିଲ୍ଲାର ନିୟନ୍ତ୍ରଣ ରେଖା ନିକଟରେ ଏକ ଅନୁପ୍ରବେଶ ପ୍ରୟାସକୁ ବିଫଳ କରି ୨ ପାକିସ୍ତାନୀ ଆତଙ୍କୀଙ୍କୁ ନିପାତ କରିଛନ୍ତି । ଆତଙ୍କବାଦୀ ଲୁଚିରହିଥିବା ନେଇ ସର୍ଚ୍ଚ ଅପରେସନ୍ ଜାରି ରହିଛି । । ଗତ ସୋମବାର ଦିନ ଜମ୍ମୁ ଓ କାଶ୍ମୀର ଶ୍ରୀନଗରର ମହାଦେବ ପର୍ବତ ନିକଟରେ ଲିଡୱାସ ଅଞ୍ଚଳରେ ଆତଙ୍କବାଦ ବିରୋଧରେ ଅଭିଯାନ ଚଳାଇଥିଲା । ସୋମବାର ଦିନ ପହଲଗାମ୍ ଆତଙ୍କବାଦୀ ସହ ଜଡ଼ିତ ଥିବା ଆତଙ୍କବାଦୀଙ୍କୁ ନିପାତ କରିଥିଲେ ସୁରକ୍ଷାବାହିନୀ । ସୁଲେମାନ ଯିଏକି ପହଲଗାମ ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଥିଲା । ଭାରତୀୟ ସେନାର ପକ୍ଷରୁ କରାଯାଇଥିବା ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିଲେ । ଏବଂ ଆଉ ୨ ଜଣ ଆତଙ୍କୀ ନିପାତ ହୋଇଥିଲେ । ନିପାତ ହୋଇଥିବା ଦୁଇ ଆତଙ୍କୀ ହେଉଛନ୍ତି ହମଜା ଆଫଘାନୀ ଓ ଜିବ୍ରାନ ଯିଏ ଗତ ବର୍ଷ ସୋନମାର୍ଗ ଟନେଲ ଆକ୍ରମଣରେ ଜଡ଼ିତ ଥିଲା । ତେବେ ଅଞ୍ଚଳଟିକୁ ସୁରକ୍ଷିତ କରିବା ପାଇଁ ପୁଞ୍ଚ ସୀମାରେ ଅତିରିକ୍ତ ସୈନ୍ୟ ମୁତୟନ କରାଯାଇଛି । ଏବଂ ସର୍ଚ୍ଚ ଅପରେସନ୍ ଏବେ ବି ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ