Masthead

ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା; ଜଣେ ମୃତ,ଜଣେ ଗୁରୁତର

 

ଯାଜପୁର(ବଡ଼ ଖବର ବ୍ୟୁରୋ): ଜାତୀୟ ରାଜଯାଜପୁର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । କୋରାଇ ଥାନା କଣ୍ଟାଝରୀ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଜଣେ ଟ୍ରକ ଚାଳକଙ୍କ ମୃତୁ୍ୟ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।

ଗୁରୁତରଙ୍କୁ ସଦର ମହକୁମା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଅଗ୍ନିଶମ ବାହିନୀ ଦ୍ୱାରା କଟର ସାହାଯ୍ୟରେ ଟ୍ରକ ଭିତରୁ ମୃତଦେହ ଉଦ୍ଧାର କରାଯାଇଥିଲା , ମୃତକ ଜଣଙ୍କ ଶଗଡି ଅଞ୍ଚଳର ଶେଖ ଅସଲମ୍ ଖାଁ ବୋଲି ଜଣାପଡିଛି। କୋରାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ