Masthead

ଭୁବନେଶ୍ୱରରେ ପହଁଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରେ ପହଁଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱରରେ ପହଂଚିଛନ୍ତି । ନୂଆଦିଲ୍ଲୀରୁ flight no uk785 ରେ ବିମାନବନ୍ଦରରେ ପହଁଚିଲେ ।

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ୱାଗତ କରିବ ପାଇଁ ବିମାନ ବନ୍ଦରରେ ବ୍ୟାପକ ଦଳୀୟ ପ୍ରସ୍ତୁତି । ବାଜା, ପାଇକ ଆଖଡା ମାଧ୍ୟମରେ କରାଗଲା ସ୍ୱାଗତ। ବିମାନ ବନ୍ଦରରେ ପହଞ୍ଚିଛନ୍ତି ଏକାଧିକ ଦଳୀୟ ନେତା ଓ କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ