Masthead

ଭୁବନେଶ୍ୱରରେ ପହଁଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରେ ପହଁଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱରରେ ପହଂଚିଛନ୍ତି । ନୂଆଦିଲ୍ଲୀରୁ flight no uk785 ରେ ବିମାନବନ୍ଦରରେ ପହଁଚିଲେ ।

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ୱାଗତ କରିବ ପାଇଁ ବିମାନ ବନ୍ଦରରେ ବ୍ୟାପକ ଦଳୀୟ ପ୍ରସ୍ତୁତି । ବାଜା, ପାଇକ ଆଖଡା ମାଧ୍ୟମରେ କରାଗଲା ସ୍ୱାଗତ। ବିମାନ ବନ୍ଦରରେ ପହଞ୍ଚିଛନ୍ତି ଏକାଧିକ ଦଳୀୟ ନେତା ଓ କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା