Masthead

ଇସ୍ତଫା ଦେବେ ପଶ୍ଚିମବଙ୍ଗ ବିଜେପିର ଦୁଇ ବିଧାୟକ

କୋଲକାତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିବା ଦୁଇ ନେତା ନିଜ ବିଧାୟକ ପଦରୁ ଇସ୍ତଫା ଦେବେ । ସେମାନେ ହେଲେ ନିସିଥ ପ୍ରମାଣିକ ଏବଂ ଜଗନ୍ନାଥ ସରକାର । ଦିନହାଟ ଏବଂ ଶାନ୍ତିପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ସେମାନେ ଇସ୍ତଫା ଦେବାର କାରଣ ହେଉଛି ଦୁଇ ବିଜେପି ନେତା ସାଂସଦ ପଦରେ ରହିଛନ୍ତି । ସାଂସଦ ଥିବା ସମୟରେ ବିଧାୟକ ପଦ ପାଇଁ ନିର୍ବାଚିତ ହୋଇଥିଲେ । ଏଭଳି ସ୍ଥିତିରେ ସାଂସଦ ବା ବିଧାୟକ ଯେକୌଣସି ଗୋଟିଏ ପଦରେ ହିଁ ରହିପାରିବେ । କେନ୍ଦ୍ରୀୟ ନେତୃତ୍ୱ ଆଲୋଚନା ପରେ ଏହି ନେତା ଦଳରୁ ଇସ୍ତଫା ଦେବା ନେଇ ନିଷ୍ପତ୍ତି ନିଆଯାଇଛି । ତେବେ ଉଭୟ ନେତା ଶୁକ୍ରବାର ବିଧାୟକ ଭାବରେ ଶପଥ ଗ୍ରହଣ ମଧ୍ୟ କରିନଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ