Masthead

ଇସ୍ତଫା ଦେବେ ପଶ୍ଚିମବଙ୍ଗ ବିଜେପିର ଦୁଇ ବିଧାୟକ

କୋଲକାତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିବା ଦୁଇ ନେତା ନିଜ ବିଧାୟକ ପଦରୁ ଇସ୍ତଫା ଦେବେ । ସେମାନେ ହେଲେ ନିସିଥ ପ୍ରମାଣିକ ଏବଂ ଜଗନ୍ନାଥ ସରକାର । ଦିନହାଟ ଏବଂ ଶାନ୍ତିପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ସେମାନେ ଇସ୍ତଫା ଦେବାର କାରଣ ହେଉଛି ଦୁଇ ବିଜେପି ନେତା ସାଂସଦ ପଦରେ ରହିଛନ୍ତି । ସାଂସଦ ଥିବା ସମୟରେ ବିଧାୟକ ପଦ ପାଇଁ ନିର୍ବାଚିତ ହୋଇଥିଲେ । ଏଭଳି ସ୍ଥିତିରେ ସାଂସଦ ବା ବିଧାୟକ ଯେକୌଣସି ଗୋଟିଏ ପଦରେ ହିଁ ରହିପାରିବେ । କେନ୍ଦ୍ରୀୟ ନେତୃତ୍ୱ ଆଲୋଚନା ପରେ ଏହି ନେତା ଦଳରୁ ଇସ୍ତଫା ଦେବା ନେଇ ନିଷ୍ପତ୍ତି ନିଆଯାଇଛି । ତେବେ ଉଭୟ ନେତା ଶୁକ୍ରବାର ବିଧାୟକ ଭାବରେ ଶପଥ ଗ୍ରହଣ ମଧ୍ୟ କରିନଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା