Masthead

ଧଳା ଜହର ଜବତ ସହ ୨ ମହିଳା ଗିରଫ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ହେଉଛି ଖୁଲୁମଖୁଲା ବ୍ରାଉନ ସୁଗାର କାରବାର । ଦିନକୁ ଦିନ ବଢ଼ିବରେ ଚାଲିଛି ବ୍ରାଉନ ସୁଗାର କାରବାର । ୨ ମହିଳା ବ୍ରାଉନ ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି ପୋଲିସ । କାର୍ରେ ବ୍ରାଉନ ସୁଗାର ଚାଲାଣ କରୁଥିବା ସମୟରେ ଭଦ୍ରକ ପୋଲିସ ହାତରେ ଲାଗିଥିଲେ ବେପାରୀ । ଚେକିଂ କରିବା ସମୟରେ ପୋଲିସକୁ ମିଳିଛି ବଡ ସଫଳତା । ଯାଞ୍ଚ ସମୟରେ ୧୬ ଗ୍ରାମର ବ୍ରାଉନ ସୁଗାର ଜବତ କରିବା ସହ ଡ୍ରାଇଭରଙ୍କୁ ମିଶାଇ ତିନିଜଣଙ୍କୁ ଗିରଫ କରିଛି ପୋଲିସ । ପୋଲିସର ସୂଚନା ଅନୁସାରେ ଗିରଫ ହୋଇଥିବା ମହିଳା ଏବଂ ଡ଼୍ରାଇଭର ଖଣ୍ଡଗିରି ଥାନା ଅଞ୍ଚଳର ବାସିନ୍ଦା ବୋଲି ଜଣା ପଡିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ