Masthead

ଧଳା ଜହର ଜବତ ସହ ୨ ମହିଳା ଗିରଫ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ହେଉଛି ଖୁଲୁମଖୁଲା ବ୍ରାଉନ ସୁଗାର କାରବାର । ଦିନକୁ ଦିନ ବଢ଼ିବରେ ଚାଲିଛି ବ୍ରାଉନ ସୁଗାର କାରବାର । ୨ ମହିଳା ବ୍ରାଉନ ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି ପୋଲିସ । କାର୍ରେ ବ୍ରାଉନ ସୁଗାର ଚାଲାଣ କରୁଥିବା ସମୟରେ ଭଦ୍ରକ ପୋଲିସ ହାତରେ ଲାଗିଥିଲେ ବେପାରୀ । ଚେକିଂ କରିବା ସମୟରେ ପୋଲିସକୁ ମିଳିଛି ବଡ ସଫଳତା । ଯାଞ୍ଚ ସମୟରେ ୧୬ ଗ୍ରାମର ବ୍ରାଉନ ସୁଗାର ଜବତ କରିବା ସହ ଡ୍ରାଇଭରଙ୍କୁ ମିଶାଇ ତିନିଜଣଙ୍କୁ ଗିରଫ କରିଛି ପୋଲିସ । ପୋଲିସର ସୂଚନା ଅନୁସାରେ ଗିରଫ ହୋଇଥିବା ମହିଳା ଏବଂ ଡ଼୍ରାଇଭର ଖଣ୍ଡଗିରି ଥାନା ଅଞ୍ଚଳର ବାସିନ୍ଦା ବୋଲି ଜଣା ପଡିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ