Masthead

ଅଜଣା ଗାଡି ଧକ୍କାରେ ଦୁଇ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବୋଲଗଡ ଦେଇ ଯାଇଥିବା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର କପାସିଆ ଗାଁରେ ଅଘଟଣ । ଅଜଣା ଗାଡି ଧକ୍କାରେ ଦୁଇ ମହିଳାଙ୍କ ମୃତ୍ୟୁ । ଆଜି ଭୋର୍ ଚାରିଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାର କିଛି ସମୟ ପରେ ସ୍ଥାନୀୟ ଲୋକେ ତାଙ୍କୁ ଦେଖି ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

ବୋଲଗଡ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଥିବା ବେଳେ ଉତ୍ତେଜିତ ଲୋକ ଘଟଣା ସ୍ଥଳରେ ଟାୟାର ଜାଳି ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଜ୍ଝସ୍ଥାନୀୟ ତହସିଲଦାରଙ୍କ ଅନୁମତି କ୍ରମେ ରେଡ଼କ୍ରସ ତରଫରୁ ଦୁଇମହିଳାଙ୍କ ପରିବାରକୁ ଦଶ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ôକରାଯିବାର ପ୍ରତିଶୃତି ପରେ ରାସ୍ତା ଅବରୋଧ ହଟିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ