Masthead

ଅଜଣା ଗାଡି ଧକ୍କାରେ ଦୁଇ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବୋଲଗଡ ଦେଇ ଯାଇଥିବା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର କପାସିଆ ଗାଁରେ ଅଘଟଣ । ଅଜଣା ଗାଡି ଧକ୍କାରେ ଦୁଇ ମହିଳାଙ୍କ ମୃତ୍ୟୁ । ଆଜି ଭୋର୍ ଚାରିଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାର କିଛି ସମୟ ପରେ ସ୍ଥାନୀୟ ଲୋକେ ତାଙ୍କୁ ଦେଖି ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

ବୋଲଗଡ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଥିବା ବେଳେ ଉତ୍ତେଜିତ ଲୋକ ଘଟଣା ସ୍ଥଳରେ ଟାୟାର ଜାଳି ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଜ୍ଝସ୍ଥାନୀୟ ତହସିଲଦାରଙ୍କ ଅନୁମତି କ୍ରମେ ରେଡ଼କ୍ରସ ତରଫରୁ ଦୁଇମହିଳାଙ୍କ ପରିବାରକୁ ଦଶ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ôକରାଯିବାର ପ୍ରତିଶୃତି ପରେ ରାସ୍ତା ଅବରୋଧ ହଟିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ