Masthead

ହାରିଲେ ଋଷି ସୁନକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବ୍ରିଟେନ୍ ନିର୍ବାଚନରେ କେୟର୍ ଷ୍ଟାରମରଙ୍କ ଲେବର ପାର୍ଟିକୁ ବହୁମତ । ବ୍ରିଟେନ୍‌ରେ ବହୁମତ ୩୨୬, ଲେବର ପାର୍ଟି ୩୬୦ ଆସନରେ ବିଜୟୀ । ୧୪ ବର୍ଷ ପରେ ୟୁକେରେ କ୍ଷମତାଚ୍ୟୁତ ହେଲା କଞ୍ଜରଭେଟିଭ୍ ପାର୍ଟି । ଦୀର୍ଘ ବର୍ଷ ପରେ ବ୍ରିଟେନରେ ବଦଳି ଯାଇଛି ସତ୍ତା। ନୂଆ ଇତିହାସ ରଚିଛି ଲେବର୍ ପାର୍ଟି। ଗତକାଲି ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କୋଟି କୋଟି ଜନତା ମତାଧିକାର ସାବ୍ୟସ୍ତ କରିଛନ୍ତି।

ଅନ୍ତଜାର୍ତୀୟ ଗଣମାଧ୍ୟମରେ ଆସିଥିବା ଏକଜିଟ୍ ପୋଲରେ ଲେବର୍ ପାର୍ଟି ଦେଢ଼ ଦଶନ୍ଧି ପରେ ପୁଣି କ୍ଷମତାକୁ ଫେରୁଥିବା ଆଭାସ ମିଳିଥିଲା। ଆଉ ଆଜି ତାହା ସତ ହେଲା। ଏବେ ଲେବର୍‌ ପାର୍ଟି ବ୍ରିଟେନ୍‌ର ସରକାର ଗଢ଼ିବ। ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ କଞ୍ଜରଭେଟିଭ୍ ପାର୍ଟିର ୧୪ ବର୍ଷ ଶାସନର ଅନ୍ତ ଘଟାଇ କୀର ଷ୍ଟାରମେର୍ ନୂଆ ପ୍ରଧାନମନ୍ତ୍ରୀ ହେବେ। ଇଂଲଣ୍ଡ, ସ୍କଟଲାଣ୍ଡ, ୱେଲ୍ସ ଓ ଉତ୍ତର ଆୟର୍ଲାଣ୍ଡର ୬୫୦ଟି ସଂସଦୀୟ ନିର୍ବାଚନ ମଣ୍ଡଳୀ ପାଇଁ ମତଦାନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ