Masthead

କୋଭିସିଲ୍ଡକୁ ଆମେରିକାର ମଞ୍ଜୁରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କୋଭିଡ-୧୯ ଟିକାର ଡବଲ ଡୋଜ ନେଇଥିବା ଭାରତ ସମେତ ୩୩ଟି ଦେଶର ଲୋକେ ଆସନ୍ତା ନଭେମ୍ବର ମାସରୁ ଆମେରିକା ବିମାନ ଯାତ୍ରା କରିପାରିବେ । ଏଥିପାଇଁ ମଞ୍ଜୁରୀପ୍ରାପ୍ତ ଟିକା ତାଲିକାରେ ଭାରତ ପ୍ରସ୍ତୁତ କୋଭିସିଲ୍ଡ ରହିଛି । କେବଳ କୋଭିସିଲ୍ଡ ନେଇଥିବା ଭାରତୀୟ ଆମେରିକା ଯାଇପାରିବେ । ଅନ୍ୟଦେଶ ମଧ୍ୟରେ ଫ୍ରାନ୍ସ, ଜର୍ମାନୀ, ଇଟାଲୀ, ସ୍ପେନ, ସୁଇଜରଲାଣ୍ଡ, ଗ୍ରୀସ୍, ବ୍ରିଟେନ, ଆୟରଲାଣ୍ଡ, ଚାଇନା, ଦକ୍ଷିଣ ଆଫ୍ରିକା, ଇରାନ ଓ ବ୍ରାଜିଲର ଲୋକଙ୍କୁ ଆମେରିକା ଯିବା ପାଇଁ ଅନୁମତି ମିଳିଛି ।

ବିମାନଯାତ୍ରା କରିବା ପର୍ବୂରୁ ସେମାନଙ୍କୁ ଟିକା ନେଇଥିବାର ପ୍ରମାଣପତ୍ର ଦେଖାଇବାକୁ ହେବ । ସେମାନେ ଆମେରିକାରେ ପହଞ୍ଚିବାପରେ ଆଉ କ୍ୱାରେଣ୍ଟାଇନରେ ରହିବାକୁ ପଡିବନାହିଁ । ବର୍ତ୍ତମାନ ସୁଦ୍ଧା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ୭ କୋଭିଡ ଟିକାକୁ ମଞ୍ଜୁରୀ ଦେଇଛି । ଅନ୍ୟପକ୍ଷରେ କୋଭିସିଲ୍ଡ ଟିକା ନେଇଥିବା ଭାରତୀୟ ପାଇଁ ବ୍ରିଟେନ ଯିବାଲାଗି ଅନୁମତି ମିଳୁନଥିବାରୁ କେନ୍ଦ୍ରସରକାର ଜବାବୀ ପଦକ୍ଷପ ଗ୍ରହଣ କରିବେ ବେଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ