Masthead

ବିଜେପି କେବଳ ସିନ୍ଦେଙ୍କୁ ବ୍ୟବହାର କରିଛି: ପ୍ରିୟଙ୍କା ଚତୁର୍ବେଦୀ

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ):  ଏକନାଥ ସିନ୍ଦେଙ୍କୁ ଟର୍ଗେଟ କରିଛନ୍ତି ଉଦ୍ଧବ ବାଲାସାହେବ ଠାକରେ ଶିବସେନାର ରାଜ୍ୟ ସଭା ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀ । କହିଛନ୍ତି ଏକନାଥ ଶିନ୍ଦେ ଜଣେ ଅବୈଧ ମୁଖ୍ୟମନ୍ତ୍ରୀ। ବିଜେପି କେବଳ ସିନ୍ଦେଙ୍କୁ ବ୍ୟବହାର କରିଛି ଏବଂ ଆଗାମୀ ଦିନରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବ। ମଣିପୁର ଘଟଣଶକୁ ନେଇ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ସଂସଦ ଭିତରକୁ ଆସି ରାଜ୍ୟରେ ହିଂସା ଘଟଣାର ଉତ୍ତର ଦିଅନ୍ତୁ। ଆମେ ଚାହୁଁଛୁ ସରକାର ସଂସଦରେ ମଣିପୁରରେ ହୋଇଥିବା ହିଂସା ଉପରେ ଆଲୋଚନା କରନ୍ତୁ । ରାଜ୍ୟରେ ହିଂସାକୁ ରୋକିବା ପାଇଁ ସେମାନେ କ’ଣ ପଦକ୍ଷେପ ନେଇଛନ୍ତି ତାହା କୁହନ୍ତୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ